Sunday, February 1, 2026
19.9 C
Odisha

    ଦୀପାବଳିରେ ବଡ଼ ଅଘଟଣ, ଜଳିଗଲା ୬୬ ଦୋକାନ

    ଆଗକୁ ପଢନ୍ତୁ

    ଆଲୋକର ପର୍ବ ଦୀପାବଳି ଅବସରରେ ଝାଡ଼ଖଣ୍ଡରୁ ଏକ ଲୋମ ଟାଙ୍କୁରା ଖବର ସାମ୍ନାକୁ ଆସିଛି। ବୋକାରୋର ମାରଗା ପୋଲ ନିକଟରେ ବାଣ ଦୋକାନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି। ନିଆଁ ଏତେ ଭୟଙ୍କର ଥିଲା ଯେ ପ୍ରାୟ ୬୬ଟି ଦୋକାନ ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବାରଣ ଖେଳିଯାଇଥିଲା। ମିଳଥିବା ସୂଚନା ଅନୁଯାୟୀ, ନିଆଁ ଲାଗିଥିବା ସମ୍ପର୍କରେ ସୂଚନା ମିଳିବା ପରେ ୪ ଦମକଳ ଗାଡ଼ି ସେଠାର ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ନିଆଁ ଲାଗିବାର କାରଣ ଏବେ ପର୍ଯ୍ୟନ୍ତ ଜଣାପଡି ନ ଥିବା ବେଳେ ଏଥିରେ ମୃତାହତଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.9 ° C
    19.9 °
    19.9 °
    49 %
    2kmh
    100 %
    Sun
    19 °
    Mon
    31 °
    Tue
    31 °
    Wed
    32 °
    Thu
    33 °

    ସମ୍ବନ୍ଧିତ