Saturday, March 28, 2026
24.4 C
Odisha

    ଦୁଇ ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଦୁଇ ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଓ୍ବାଶିଂଟନ୍ ଡିସିରେ ପହଞ୍ଚିଛନ୍ତି ଭାରତର ପ୍ରଧାନମନ୍ତ୍ରୀ। ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସେଠାରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଛି। ବ୍ଲେୟାର୍ ହାଉସରେ ପ୍ରବାସୀ ଭାରତୀଙ୍କୁ ଭେଟିଛନ୍ତି। ଫ୍ରାନ୍ସ ଗସ୍ତ ସାରି ଆମେରିକାରେ ପହଞ୍ଚିଥିବା ମୋଦୀ ଆଜି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଆଲୋଚନା ବେଳେ ପ୍ରତିରକ୍ଷା, ବାଣିଜ୍ୟ ସମ୍ପର୍କ ବୃଦ୍ଧି, ଅନୁପ୍ରବେଶକାରୀଙ୍କୁ ଦେଶରୁ ବିତାଡିତ ପ୍ରସଙ୍ଗ ଉଠାଇପାରେ ଭାରତ। ଭାରତ ଆମେରିକା କୂଟନୀତି ସମ୍ପର୍କକୁ ଅଧିକ ମଜବୁତ୍ କରିବା ଦିଗରେ ମୋଦୀଙ୍କର ଏହି ଗସ୍ତ ବେଶ୍ ଗୁରୁତ୍ଵ ବହନ କରୁଛି। ସେପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ବେଶ୍ ଉତ୍ସାହିତ ଅଛନ୍ତି ଆମେରିକାରେ ରହୁଥିବା ଭାରତୀୟ ସମୁଦାୟ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    56 %
    1.5kmh
    0 %
    Sat
    39 °
    Sun
    39 °
    Mon
    41 °
    Tue
    38 °
    Wed
    38 °

    ସମ୍ବନ୍ଧିତ