Friday, April 3, 2026
39.1 C
Odisha

    ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ରାତିରେ ଦିଲ୍ଲୀ ଗସ୍ତ କରିବା ନେଇ ରହିଛି ସୂଚନା। ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତ ନେଇ ସୂଚନା ରହିଛି । ଉଭୟ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ଆଲୋଚନା କରିପାରନ୍ତି। ଏହାଛଡା
    ରାଜ୍ୟ କମିଟି ଗଠନ, ବୋର୍ଡ ନିଗମ ନିଯୁକ୍ତି ନେଇ ଆଲୋଚନା କରିପାରନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ