Saturday, November 15, 2025
17.2 C
Odisha

    ଦୁର୍ଗା ପୂଜା ଅବସରରେ ରାଜ୍ୟବାସୀଙ୍କୁ ନବୀନଙ୍କ ଶୁଭେଚ୍ଛା

    ଆଗକୁ ପଢନ୍ତୁ

    ପବିତ୍ର ଦୁର୍ଗାପୂଜା ଅବସରରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓଡିଶା ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ମାତୃଶକ୍ତି ଆରାଧନା ର ଏ ମହାନ ପର୍ବ ଆମ ଆଧ୍ୟାତ୍ମିକ ସଂସ୍କୃତି କୁ ଗରୀୟାନ କରିଛି ଆଦ୍ୟାଶକ୍ତିଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନକୁ ସୁଖ ଶାନ୍ତି ଓ ସମୃଦ୍ଧିରେ ଭରି ଦେଉ ବୋଲି ଶ୍ରୀ ପଟ୍ଟନାୟକ କାମନା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    17.2 ° C
    17.2 °
    17.2 °
    63 %
    1.1kmh
    0 %
    Sat
    17 °
    Sun
    25 °
    Mon
    25 °
    Tue
    25 °
    Wed
    27 °

    ସମ୍ବନ୍ଧିତ