Friday, October 9, 2026
24.1 C
Odisha

    ଦୁର୍ନୀତି ବିରୋଧରେ ମେଳି ବାନ୍ଧିଲେ ବିଜେଡି ନେତା, ଦେଲେ ଚେତାବନୀ

    ଆଗକୁ ପଢନ୍ତୁ

    ଜିଲ୍ଲାରେ ଏକାଠି ହେଲେ ବିଜେଡି ନେତା। ଜିଲ୍ଲାପାଳ  ଭେଟି ଦେଲେ ଦାବି ପତ୍ର। ଜିଲ୍ଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଓ ଦଳୀୟଭିତ୍ତିରେ ହିତାଧିକାରୀ ଚୟନ କରାଯାଉଥିବା ଅଭିଯୋଗ କରିବା ସହିତ ଲଘୁ ଖଣିଜ ସଂପଦର ଲୁଟ୍‌ ହେଉଥିବା ଅଭିଯୋଗ କରିଛି ବିଜେଡି।ଏହି ପ୍ରତିନିଧି ଦଳରେ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ, ବିଂଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ, ବରୀ ବିଧାୟକ ବିଶ୍ଵ ରଞ୍ଜନ ମଲ୍ଲିକ, ପୂର୍ବତନ ସାଂସଦ ଶର୍ମିଷ୍ଠା ସେଠୀ, ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସମେତ ବିଭିନ୍ନ ନିର୍ବାଚନ ମଣ୍ଡଳୀର ପୂର୍ବତନ  ବିଧାୟକ ଓ ସାଂସଦମାନେ ସାମିଲ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.1 ° C
    24.1 °
    24.1 °
    78 %
    1.6kmh
    1 %
    Fri
    24 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ