Friday, September 11, 2026
26.2 C
Odisha

    ଦୁଷ୍କର୍ମକାରୀ କୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ

    ଆଗକୁ ପଢନ୍ତୁ

    ବାରିପଦା: ମୟୁରଭଞ୍ଜ ଜିଲ୍ଲାର ପୋକ୍ସୋ କୋର୍ଟରେ ଗୁରୁତ୍ୱପୂର୍ଣ୍ଣ ରାୟ। ଏକ ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ସହ ୧୦ ହଜାର ଟଙ୍କା ଜରିମାନା ଏବଂ ଅନାଦେୟ ଅଧିକ ୩ ମାସ କାରା ଦଣ୍ଡାଦେଶ ଶୁଣାଇଛନ୍ତି ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟର ବିଚାରପତି ସନ୍ତୋଷ କୁମାର ନାୟକ। ବୈଶିଙ୍ଗା ଥାନା ଅନ୍ତର୍ଗତ ଡେମ୍ଫୋଉଦା ଗ୍ରାମର ଧୂମକେତୁ ସିଂକୁ ଦଣ୍ଡାଦେଶ। ୨୦୨୧ ମସିହାରେ ଜଣେ ନାବାଳିକାକୁ ଦୁଷ୍କର୍ମ ମାମଲାର ବିଚାର କରି ରାୟ ଶୁଣାଇଛନ୍ତି ମାନ୍ୟବର କୋର୍ଟ। ଅନୁରୂପ ଭାବରେ ପୀଡିତାଙ୍କୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କୁ ନିର୍ଦେଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.2 ° C
    26.2 °
    26.2 °
    87 %
    2.3kmh
    99 %
    Fri
    27 °
    Sat
    28 °
    Sun
    29 °
    Mon
    31 °
    Tue
    31 °

    ସମ୍ବନ୍ଧିତ