Saturday, August 8, 2026
23.9 C
Odisha

    ଦେବଗଡ଼ ପୌରାଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଇ ପଦଚ୍ୟୁତ

    ଆଗକୁ ପଢନ୍ତୁ

    ଦେବଗଡ଼ : ଦେବଗଡ଼ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଇ ପଦଚ୍ୟୁତ ହୋଇଛନ୍ତି । ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀଙ୍କ ବିରୁଦ୍ଧରେ ବିଭିନ୍ନ ଅନିୟମିତତା ଅଭିଯୋଗ ଥିଲା । ଅଭିଯୋଗ ଆଧାରରେ ରାଜ୍ୟ ସରକାର ଗତ ନଭେମ୍ବର ୧୧ ତାରିଖରେ ତାଙ୍କ ବିରୁଦ୍ଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯିବ ସେନେଇ ନୋଟିସ ଜାରି କରିଥିଲେ । ସେହିପରି ପୌର ପରିଷଦ ଅଧ୍ୟକ୍ଷା ଜାଣିଶୁଣି ନୀତି ନିୟମ ଏବଂ ଆଇନ ଉଲ୍ଲଂଘନ କରିବା ସହ ଗାଇଡଲାଇନକୁ ଅମାନ୍ୟ କରିଥିବା ଜିଲ୍ଲାପାଳଙ୍କ ତଦନ୍ତ ରିପୋର୍ଟରୁ ରାଜ୍ୟ ସରକାର ଅନୁଭବ କରିଥିଲେ । ଫଳରେ ତାଙ୍କ ବିରୁଦ୍ଧରେ ଏଭଳି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ତାଙ୍କୁ ପଦଚ୍ୟୁତ କରାଯାଇଥିବା ଜଣାପଡିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.9 ° C
    23.9 °
    23.9 °
    90 %
    1.2kmh
    100 %
    Sat
    30 °
    Sun
    30 °
    Mon
    28 °
    Tue
    30 °
    Wed
    29 °

    ସମ୍ବନ୍ଧିତ