Wednesday, April 15, 2026
25.7 C
Odisha

    ଦେଶବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଆଜିଠାରୁ ଆରମ୍ଭ ହୋଇଛି ନବବର୍ଷ । ସାରା ଦେଶ ଓ ବିଶ୍ୱରେ ପାଳନ ହେଉଛି ନୂତନ ବର୍ଷ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ରାଷ୍ଟ୍ରପତି ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି, ନୂତନ ବର୍ଷର ଏହି ଆନନ୍ଦମୟ ଅବସରରେ ମୁଁ ଦେଶ ଏବଂ ବିଦେଶରେ ଥିବା ସମସ୍ତ ଭାରତୀୟଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଶୁଭକାମନା ଜଣାଉଛି ।

    ପ୍ରଧାନମନ୍ତ୍ରୀ ମୋଦି ୨୦୨୬ ନୂତନ ବର୍ଷ ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ପୋଷ୍ଟ କରି କହିଛନ୍ତି, “୨୦୨୬ ପାଇଁ ଆପଣ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ଆଗାମୀ ବର୍ଷ ଆପଣଙ୍କ ପାଇଁ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ଆଣିଦେଉ । ଆପଣମାନେ ଆପଣଙ୍କ ପ୍ରୟାସରେ ସଫଳତା ହାସଲ କରନ୍ତୁ । ଆପଣଙ୍କ ସମସ୍ତ କାର୍ଯ୍ୟ ପୂରଣ କରନ୍ତୁ । ଆମ ସମାଜରେ ଶାନ୍ତି ଏବଂ ଖୁସି ପାଇଁ ପ୍ରାର୍ଥନା କରୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.7 ° C
    25.7 °
    25.7 °
    57 %
    0.8kmh
    0 %
    Wed
    42 °
    Thu
    44 °
    Fri
    44 °
    Sat
    43 °
    Sun
    43 °

    ସମ୍ବନ୍ଧିତ