Saturday, March 28, 2026
25 C
Odisha

    ଦେଶରେ ପ୍ରଦୂଷଣ ରେକର୍ଡ ଭାଙ୍ଗିଲା ଓଡ଼ିଶା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ଦେଶରେ ପ୍ରଦୂଷଣ ରେକର୍ଡ ଭାଙ୍ଗିଲା ଓଡ଼ିଶା। ତାଳଚେର ଓ ଅନୁଗୋଳ ଦେଶର ସବୁଠୁ ପ୍ରଦୂଷିତ ସହର ପାଲଟିଛି। AQI ଅତିଖରାପ ସ୍ତରରେ ଥିବା ଦେଶର ୬ ସହର ମଧ୍ୟରେ ଓଡ଼ିଶାର ୪ ସହର ରହିଛି। ୩୫୫ AQI ସହ ତାଳଚେର ସବୁଠୁ ପ୍ରଦୂଷିତ ସହର ହୋଇଥିବା ବେଳେ ଅନୁଗୋଳରେ AQI ୩୨୯, ବାରିପଦାରେ AQI ୩୨୪, କଟକରେ AQI ୩୦୪ ଓ ଭୁବନେଶରର AQI ୩୦୨ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25 ° C
    25 °
    25 °
    50 %
    2.3kmh
    30 %
    Sat
    39 °
    Sun
    40 °
    Mon
    40 °
    Tue
    38 °
    Wed
    38 °

    ସମ୍ବନ୍ଧିତ