Thursday, October 22, 2026
20 C
Odisha

    ଦେଶରେ ପ୍ରଦୂଷଣ ରେକର୍ଡ ଭାଙ୍ଗିଲା ଓଡ଼ିଶା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ଦେଶରେ ପ୍ରଦୂଷଣ ରେକର୍ଡ ଭାଙ୍ଗିଲା ଓଡ଼ିଶା। ତାଳଚେର ଓ ଅନୁଗୋଳ ଦେଶର ସବୁଠୁ ପ୍ରଦୂଷିତ ସହର ପାଲଟିଛି। AQI ଅତିଖରାପ ସ୍ତରରେ ଥିବା ଦେଶର ୬ ସହର ମଧ୍ୟରେ ଓଡ଼ିଶାର ୪ ସହର ରହିଛି। ୩୫୫ AQI ସହ ତାଳଚେର ସବୁଠୁ ପ୍ରଦୂଷିତ ସହର ହୋଇଥିବା ବେଳେ ଅନୁଗୋଳରେ AQI ୩୨୯, ବାରିପଦାରେ AQI ୩୨୪, କଟକରେ AQI ୩୦୪ ଓ ଭୁବନେଶରର AQI ୩୦୨ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    20 ° C
    20 °
    20 °
    73 %
    1kmh
    72 %
    Thu
    29 °
    Fri
    29 °
    Sat
    28 °
    Sun
    28 °
    Mon
    25 °

    ସମ୍ବନ୍ଧିତ