Friday, October 2, 2026
22.9 C
Odisha

    ଧକ୍କା ଦେଲା ବସ୍‌, ଘଟଣାସ୍ଥଳରେ ଦୁଇ ମୃତ

    ଆଗକୁ ପଢନ୍ତୁ

    ପୁରୀ : ପୁରୀ ଜିଲ୍ଲା ଗୁଡିଆ ପୋଖରୀ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଦୁଇ ମୃତ। ଆଜି ସକାଳେ ଅନ୍ନପୂର୍ଣ୍ଣା ନାମକ ଏକ ଘରୋଇ ବସ୍ ଦୁଇ ଜଣଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା। ମୃତକଙ୍କ ମଧ୍ୟରେ ଜଣେ ମହିଳା ଏବଂ ଦୁଇ ଜଣ ଶିଶୁ ଥିବା ଜଣାପଡିଛି। ମୃତକ ମାନେ ଖୋର୍ଦ୍ଧା ଜିଲ୍ଲାର ଝିଲ୍ଲି ପ୍ରଧାନ ଏବଂ ଶ୍ରିୟାଶୁଂ ପ୍ରଧାନ ବୋଲି ଜଣାପଡିଛି। ଦୁର୍ଘଟଣାରେ ବସ୍ ର ସାମ୍ନା ପଟ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବାବେଳେ ଉଭୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ବସ୍‌ଟିକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.9 ° C
    22.9 °
    22.9 °
    79 %
    1.3kmh
    38 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ