Thursday, March 19, 2026
20.8 C
Odisha

    ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଜି ନୂଆଦିଲ୍ଲୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
    ଏହି ସାକ୍ଷାତକାର ସମୟରେ ବିଭିନ୍ନ ସାଙ୍ଗଠନିକ ବିଷୟ, ରାଜନୈତିକ ପରିସ୍ଥିତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା । ନଡ୍ଡା ଙ୍କ ଦୃଷ୍ଟିଭଙ୍ଗୀ ଓ ପରାମର୍ଶ ଆମକୁ ଆଗାମୀ ଦିନରେ ଅଧିକ ସକ୍ରିୟ ଭାବରେ କାର୍ଯ୍ୟ କରିବା ପାଇଁ ପ୍ରେରିତ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    20.8 ° C
    20.8 °
    20.8 °
    77 %
    1.9kmh
    99 %
    Wed
    21 °
    Thu
    33 °
    Fri
    33 °
    Sat
    34 °
    Sun
    35 °

    ସମ୍ବନ୍ଧିତ