Thursday, January 29, 2026
25.1 C
Odisha

    ନଦୀରେ ଭାସିଗଲା ସେନା ଟ୍ୟାଙ୍କ, ୫ ଯବାନ ଭାସିଯାଇଥିବା ସୂଚନା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ନଦୀରେ ଭାସିଗଲା ସେନା ଟ୍ୟାଙ୍କ। ନଦୀରେ ଅଧିକ ପାଣି ଆସିବାରୁ ସେନା ଟ୍ୟାଙ୍କ ଭାସି ଯାଇଥିବା ଜଣାପଡ଼ିଛି। ଲଦାଖରେ ସେନାର ଟ୍ୟାଙ୍କ ଅଭ୍ୟାସ ବେଳେ ଭାସିଯାଇଛି। ବଢି ପାଣିରେ ୫ ଜଣ ଭାସି ଯାଇଥିବା ସୂଚନା। ନଦୀ ପାର ବେଳେ ହଠାତ୍ ଜଳସ୍ତର ବଢିଯିବାରୁ ଦୌଲତ ବାଗ୍ ଓଲ୍ଡି ଅଞ୍ଚଳରେ ଟ୍ୟାଙ୍କଟି ଭାସିଯାଇଥିବା ଜଣାପଡ଼ିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    25.1 ° C
    25.1 °
    25.1 °
    26 %
    2kmh
    19 %
    Thu
    23 °
    Fri
    31 °
    Sat
    32 °
    Sun
    32 °
    Mon
    33 °

    ସମ୍ବନ୍ଧିତ