Saturday, October 10, 2026
22.4 C
Odisha

    ନଦୀରେ ଭାସିଗଲା ସେନା ଟ୍ୟାଙ୍କ, ୫ ଯବାନ ଭାସିଯାଇଥିବା ସୂଚନା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ନଦୀରେ ଭାସିଗଲା ସେନା ଟ୍ୟାଙ୍କ। ନଦୀରେ ଅଧିକ ପାଣି ଆସିବାରୁ ସେନା ଟ୍ୟାଙ୍କ ଭାସି ଯାଇଥିବା ଜଣାପଡ଼ିଛି। ଲଦାଖରେ ସେନାର ଟ୍ୟାଙ୍କ ଅଭ୍ୟାସ ବେଳେ ଭାସିଯାଇଛି। ବଢି ପାଣିରେ ୫ ଜଣ ଭାସି ଯାଇଥିବା ସୂଚନା। ନଦୀ ପାର ବେଳେ ହଠାତ୍ ଜଳସ୍ତର ବଢିଯିବାରୁ ଦୌଲତ ବାଗ୍ ଓଲ୍ଡି ଅଞ୍ଚଳରେ ଟ୍ୟାଙ୍କଟି ଭାସିଯାଇଥିବା ଜଣାପଡ଼ିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    81 %
    1.3kmh
    0 %
    Fri
    22 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ