Friday, March 13, 2026
22 C
Odisha

    ନବମ ଶ୍ରେଣୀ ଛାତ୍ରକୁ ହାଣିଲା ଦଶମ ଶ୍ରେଣୀ ଛାତ୍ର

    ଆଗକୁ ପଢନ୍ତୁ

    ବାଲେଶ୍ୱର : ନବମ ଶ୍ରେଣୀ ଛାତ୍ରକୁ ହାଣିଲା ଦଶମ ଶ୍ରେଣୀ ଛାତ୍ର । ବାଲେଶ୍ଵର ରେମୁଣା ଥାନା ଅନ୍ତର୍ଗତ ରେମୁଣା ଉଚ୍ଚ ବିଦ୍ୟାଳୟରେ ଘଟିଛି ଏହି ଅଘଟଣ । ଆଜି ସ୍କୁଲ୍ ରେ ବାର୍ଷିକ ଉତ୍ସବ ଚାଲିଥିବା ବେଳେ ଘଟିଛି ଏହି ଅଘଟଣ । କୌଣସି ବିବାଦକୁ ନେଇ ଦଶମ ଶ୍ରେଣୀ ଛାତ୍ର ନବମ ଶ୍ରେଣୀ ଛାତ୍ରଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଛି । ଆହତ ଛାତ୍ରକୁ ନେଇ ଫକିର ମୋହନ ମେଡ଼ିକାଲ କଲେଜ୍ ରେ ଭର୍ତ୍ତି କରାଯାଇଛି । ତେବେ ଆକ୍ରମଣ କରିଥିବା ଛାତ୍ର ନିକଟରୁ ଏକ ଖଣ୍ଡା ଜବତ କରିଛି ରେମୁଣା ପୋଲିସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22 ° C
    22 °
    22 °
    22 %
    1.1kmh
    0 %
    Fri
    38 °
    Sat
    39 °
    Sun
    39 °
    Mon
    39 °
    Tue
    38 °

    ସମ୍ବନ୍ଧିତ