Sunday, March 29, 2026
31.5 C
Odisha

    ନବମ ଶ୍ରେଣୀ ଛାତ୍ରଙ୍କଠୁ ବନ୍ଧୁକ ଜବତ

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡା : କେନ୍ଦ୍ରାପଡା କୁଦାନଗିରି ଥାନା ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ନବମ ଶ୍ରେଣୀ ଛାତ୍ରଙ୍କ ଅଣ୍ଟାରୁ ବନ୍ଧୁକ ବାହାରିଥିବା ଦେଖିବାକୁ ମିଳିଛି। ଗଣିତ ସାର୍‌ ଯାଞ୍ଚ କରିବାବେଳେ ଛାତ୍ରଙ୍କ ଅଣ୍ଟାରୁ ବନ୍ଧୁକ ବାହାରିଛି। ପ୍ରଧାନ ଶିକ୍ଷକଙ୍କ ଅଭିଯୋଗ ପରେ ପୁଲିସ୍‌ ବନ୍ଧୁକ ଜବତ କରିଛି। ଏବଂ ଜବତ ବନ୍ଧୁକକୁ ଫରେନସିକ୍ ଟେଷ୍ଟ ପାଇଁ ପଠାଇଛି। ଛାତ୍ରକୁ ସୁଧାର ଗୃହରେ ରଖି ପୁଲିସ୍‌ ଅଧିକ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.5 ° C
    31.5 °
    31.5 °
    19 %
    1.7kmh
    0 %
    Sun
    34 °
    Mon
    40 °
    Tue
    38 °
    Wed
    39 °
    Thu
    41 °

    ସମ୍ବନ୍ଧିତ