Friday, April 3, 2026
39.1 C
Odisha

    ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ସୂଚନା ମୁତାବକ ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି ।

    ଡିହାଇଡ୍ରେସନ କାରଣରୁ ରବିରାର ସଂଧ୍ୟାରେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ନବୀନ ଭର୍ତ୍ତି ହୋଇଥିଲେ। ପ୍ରାୟ ୭୭ ଘଣ୍ଟା ପରେ ସୁସ୍ଥ ହୋଇ ସେ ନବୀନ ନିବାସ ଫେରିଛନ୍ତି। । ସେବେଠାରୁ ଦଳମତ ନିର୍ବିଶେଷରେ ଅନେକ ନେତା ଓ ସମର୍ଥକ ତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରୁଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ