Thursday, October 1, 2026
24.6 C
Odisha

    ନବୀନ ବାବୁ ପରିବାରର ମୁଖିଆ, ଆପଣମାନଙ୍କ ସମସ୍ତଙ୍କ ଦାୟିତ୍ଵ ନେଇଛନ୍ତି

    ଆଗକୁ ପଢନ୍ତୁ

    ଖରା ଗରମ ଯେମିତି ବଢି ବଢି ଚାଲିଛି, ନିର୍ବାଚନ ପ୍ରଚାରର ଉତ୍ତାପ ମଧ୍ୟ ସେହିପରି ବଢି ବଢି ଚାଲିଛି । ଆଜି ତୃତୀୟ ଦିନରେ ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ପ୍ରଚାର ମଇଦାନରେ ଓହ୍ଲାଇ କଳାହାଣ୍ଡି ଲୋକସଭା ପ୍ରାର୍ଥୀ ଲମ୍ବୋଦର ନିଆଲ, ଲାଞ୍ଜିଗଡ଼ରେ ବିଧାନସଭା ପ୍ରାର୍ଥୀ ପ୍ରଦୀପ ଦିଶାରି ଓ ନର୍ଲାରେ ବିଧାନ ସଭା ପ୍ରାର୍ଥୀ ମନୋରମା ମହାନ୍ତିଙ୍କ ପାଇଁ ପ୍ରଚାର କରିଛନ୍ତି। ଉଭୟ ସଭାରେ ହଜାର ହଜାର ଲୋକ ତାଙ୍କୁ ଉଚ୍ଛସିତ ସମ୍ବର୍ଦ୍ଧନା ଦେଇଥିଲେ । ଜନସଭାରୁ ବିରୋଧୀଙ୍କୁ ଟାର୍ଗେଟ କରି ପାଣ୍ଡିଆନ କହିଲେ ଆପଣଙ୍କ ଗଚ ୫ ବର୍ଷରେ କଣ କରିଛନ୍ତି ? ମୋବାଇଲ ନେଟୱର୍କ ନାହିଁ। ସେ କରୁଛନ୍ତି କଣ? ମା ମାନଙ୍କୁ ଲକ୍ଷ୍ୟ କରି ସେ କହିଥିଲେ ଯେ ବିରୋଧୀଙ୍କ ମିଠା କଥାର ମାୟା ଜାଲରୁ ଦୂରରେ ରୁହନ୍ତୁ। ସେମାନେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ବନ୍ଦ କରିବା ପାଇଁ ଷଡ଼ଯନ୍ତ୍ର କରୁଛନ୍ତି। ମିଶନ ଶକ୍ତି ବନ୍ଦ କରିବାକୁ ଚକ୍ରାନ୍ତ ଚଳାଇଛନ୍ତି। ଭୋଟ ନେଲା ପରେ ସେମାନେ ଆପଣଙ୍କୁ ଦେଖା ଦେବେ ନାହିଁ। ଖୋଜିଲେ ବି ମିଳିବେ ନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.6 ° C
    24.6 °
    24.6 °
    83 %
    1.4kmh
    22 %
    Thu
    24 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ