Saturday, April 11, 2026
25.2 C
Odisha

    ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲା, ୩ ବର୍ଷ ପରେ ପୁଣି ଖୋଲା ହେବ ଫାଇଲ

    ଆଗକୁ ପଢନ୍ତୁ

    ଝାରସୁଗୁଡ଼ା : ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲାରେ ନୂଆମୋଡ଼ । ରୋଷେୟା ଲଳିତଙ୍କ ବାପା ନିରପେକ୍ଷ ତଦନ୍ତ ସହ ନ୍ୟାୟ ପାଇଁ ଗୁହାରି କରିଥିଲେ ଲଳିତଙ୍କ ବାପା ବେଲାଲସେନ ସାହୁ । ଏନେଇ ପ୍ରତିକ୍ରିୟା ରଖିଲେ ଆଇ.ଜି. ହିମାଂଶୁ ଲାଲ ଓ ଝାରସୁଗୁଡ଼ା ଏସ.ପି. । ଏହି ଘଟଣାର ଏକ ସ୍ଵତନ୍ତ୍ର ଦଳ ଗଠନ କରାଯାଇ ତଦନ୍ତ କରାଯିବ ବୋଲି କହିଛନ୍ତି ଏସ.ପି । ୩ ବର୍ଷ ପରେ ପୁଣି ଥରେ ଫାଇଲ ଖୋଲା ହେବ ବୋଲି ଜଣାପଡିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.2 ° C
    25.2 °
    25.2 °
    30 %
    1.3kmh
    0 %
    Sat
    38 °
    Sun
    40 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ