Sunday, March 22, 2026
21.2 C
Odisha

    ନବ ବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଇଂରାଜି ନବ ବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସେ  ସୋସିଆଲ୍ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ‘ ଇଂରାଜି ନୂତନ ବର୍ଷ ଅବସରରେ ଓଡ଼ିଶାର ପ୍ରିୟ ଭଉଣୀ ଭାଇମାନଙ୍କୁ ମୋର ଶୁଭେଚ୍ଛା। ମହାପ୍ରଭୁଙ୍କ କୃପାରୁ ନବ ବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ।’

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.2 ° C
    21.2 °
    21.2 °
    46 %
    1.9kmh
    53 %
    Sun
    33 °
    Mon
    35 °
    Tue
    37 °
    Wed
    39 °
    Thu
    38 °

    ସମ୍ବନ୍ଧିତ