Monday, April 6, 2026
23.6 C
Odisha

    ନଭେମ୍ବରରେ ମିଳିବ ନୂଆ ରାସନ କାର୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ନଭେମ୍ବରରେ ମିଳିବ ନୂଆ ରାସନ କାର୍ଡ। ଯେଉଁମାନେ ନୂଆ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି, ସେମାନଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀଙ୍କୁ ଦିଆଯିବ ରାସନ କାର୍ଡ। E-KYC ଚାଲିଛି। ଅନେକ ଅଯୋଗ୍ୟ ବାହାରିବେ। ଏହା ପରେ ନୂଆ ହିତାଧିକାରୀଙ୍କୁ ରାସନକାର୍ଡ ଦିଆଯିବ। ଏ ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    73 %
    1.7kmh
    3 %
    Sun
    24 °
    Mon
    38 °
    Tue
    35 °
    Wed
    37 °
    Thu
    37 °

    ସମ୍ବନ୍ଧିତ