Friday, October 9, 2026
28.3 C
Odisha

    ନାଅମ ଡିଗ୍ରୀ କଲେଜରେ ସାଇନ୍-ଏ-ଡାଏ ଘୋଷଣା

    ଆଗକୁ ପଢନ୍ତୁ

    ଭଦ୍ରକ  :  ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀସ୍ଥିତ ନାଅମ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ବାତିଲ୍ ହେବା ପରେ କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସାଇନ୍-ଏ-ଡାଏ ଘୋଷଣା କରାଯାଇଛି। ନିର୍ବାଚନ ବାତିଲ୍ ପରେ କଲେଜ ପରିସରରେ ଉତ୍ତେଜନା ସୃଷ୍ଟି ହେବାର ଆଶଙ୍କା ଥିବାରୁ ଏହି ପଦକ୍ଷେପ ନିଆଯାଇଛି। ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜରେ ଅସନ୍ତୋଷ ଦେଖାଦେବାର ସମ୍ଭାବନା ଥିବାରୁ କୌଣସି ଅପ୍ରୀତିକର ପରିସ୍ଥିତି ଏଡ଼ାଇବା ଲାଗି କଲେଜ କର୍ତ୍ତୃପକ୍ଷ ସାଇନ୍-ଏ-ଡାଏ ଘୋଷଣା କରିଥିବା ଜଣାପଡ଼ିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.3 ° C
    28.3 °
    28.3 °
    72 %
    1.6kmh
    0 %
    Fri
    26 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ