Wednesday, January 21, 2026
15.3 C
Odisha

    ନାବାଳକ ଜୀବନ୍ତ ଦଗ୍ଧ

    ଆଗକୁ ପଢନ୍ତୁ

    ରାଉରକେଲା : ଜୀବନ୍ତ ଜଳିଗଲେ ନାବାଳକ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ରାଉରକେଲାରେ। ସେକ୍ଟର-୬ ଟେଲିଫୋନ୍ ଭବନ ପାଖ ଦୁର୍ଗାପୂଜା ପେଣ୍ଡାଲରେ ଜଣେ ନାବାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ବର୍ତ୍ତମାନସୁଦ୍ଧା ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ। ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିବା ସୂଚନା ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    15.3 ° C
    15.3 °
    15.3 °
    58 %
    2kmh
    0 %
    Wed
    30 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ