Thursday, September 24, 2026
23.9 C
Odisha

    ନାବାଳକ ଜୀବନ୍ତ ଦଗ୍ଧ

    ଆଗକୁ ପଢନ୍ତୁ

    ରାଉରକେଲା : ଜୀବନ୍ତ ଜଳିଗଲେ ନାବାଳକ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ରାଉରକେଲାରେ। ସେକ୍ଟର-୬ ଟେଲିଫୋନ୍ ଭବନ ପାଖ ଦୁର୍ଗାପୂଜା ପେଣ୍ଡାଲରେ ଜଣେ ନାବାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ବର୍ତ୍ତମାନସୁଦ୍ଧା ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ। ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିବା ସୂଚନା ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.9 ° C
    23.9 °
    23.9 °
    99 %
    1.2kmh
    100 %
    Thu
    24 °
    Fri
    28 °
    Sat
    29 °
    Sun
    26 °
    Mon
    30 °

    ସମ୍ବନ୍ଧିତ