Tuesday, October 6, 2026
25.1 C
Odisha

    ନାରୀ ସମ୍ମାନ କାହିଁ?, ବିଜେପି ସରକାର ଉପରେ ବର୍ଷିଲେ ନବୀନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ମହାକାଳପଡ଼ା ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲି ଓଝାଙ୍କୁ ସରକାରୀ କାର୍ଯ୍ୟାଳୟ ଭିତରେ ଅତ୍ୟାଚାର ଅଭିଯୋଗ । ବିଜେପି ସରକାର ଉପରେ ବର୍ଷିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏହା କ’ଣ ନାରୀଙ୍କୁ ସମ୍ମାନ ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ ଦଳ ନେତା । ବିଜେପିର ‘ନାରୀ ଶକ୍ତି ବନ୍ଦନ’ ନାରାକୁ ନେଇ ବି ପ୍ରଶ୍ନ ଉଠାଇଛନ୍ତି । ବିଜେପି ଶାସନରେ ଆଇନ କ’ଣ ଅଲଗା ଅଲଗା ବୋଲି ନବୀନ ପ୍ରଶ୍ନ କରିବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତୁରନ୍ତ ହସ୍ତକ୍ଷେପ ଦାବି କରିଛନ୍ତି । ଲୋକଙ୍କ ସ୍ୱର ଉଠାଇବାରୁ ମହିଳା ସରପଞ୍ଚଙ୍କ ଉପରେ ଦମନଲୀଳା ହେଉଛି । ରାଜ୍ୟରେ ଅଗଣିତ ମହିଳାଙ୍କ ସୁରକ୍ଷାକୁ ନେଇ ବିରୋଧୀ ଦଳ ନେତା ଉଦବେଗ ପ୍ରକାଶ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.1 ° C
    25.1 °
    25.1 °
    75 %
    0.6kmh
    0 %
    Tue
    31 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ