Monday, March 23, 2026
20.3 C
Odisha

    ନାସାର ବଡ଼ ଘୋଷଣା: ୨୦୨୫ରେ ପ୍ରତ୍ୟାବର୍ତ୍ତନ କରିବେ ସୁନୀତା

    ଆଗକୁ ପଢନ୍ତୁ

    ଆମେରିକୀୟ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ୍‌ ଓ୍ବିଲମୋର ପ୍ରତ୍ୟାବର୍ତ୍ତନ ନେଇ ଆମେରିକୀୟ ମହାକାଶ ସଂସ୍ଥା ନାସା ପକ୍ଷରୁ ଶନିବାର ଏକ ବଡ଼ ଘୋଷଣା କରାଯାଇଛି। ଆସନ୍ତା ବର୍ଷ ଅର୍ଥାତ୍‌ ଫେବୃଆରୀ ୨୦୨୫ରେ ସୁନୀତା ଓ୍ବିଲିୟମ୍ସ ଏବଂ ବୁଚ୍‌ ଓ୍ବିଲମୋର ପ୍ରତ୍ୟାବର୍ତ୍ତନ କରିବେ ବୋଲି ନାସା ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଗତ ଜୁନ୍‌ ୬ରେ ୮ ଦିନ ପାଇଁ ମହାକାଶଚାରୀ ସୁନୀତା ଏବଂ ତାଙ୍କ ସହଯୋଗୀ ମହାକାଶ ଯାତ୍ରା କରିଥିଲେ। ମହାକାଶଯାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଉଭୟେ ଇଣ୍ଟରନ୍ୟାଶନାଲ ସ୍ପେସ୍‌ ଷ୍ଟେଶନ୍‌ (ଆଇଏସ୍‌ଏସ୍‌)ରେ ଫସିରହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    20.3 ° C
    20.3 °
    20.3 °
    41 %
    1.2kmh
    0 %
    Mon
    33 °
    Tue
    36 °
    Wed
    37 °
    Thu
    39 °
    Fri
    40 °

    ସମ୍ବନ୍ଧିତ