Wednesday, October 7, 2026
23.2 C
Odisha

    ନିଆଁରେ ପୋଡ଼ି ୪ ଛାତ୍ର ଗୁରୁତର ହେବା ଘଟଣା, ୫ ଶିକ୍ଷକଙ୍କ ଦରମା ବନ୍ଦ ସାଙ୍ଗକୁ କାରଣ ଦର୍ଶାଅ ନୋଟିସ ଜାରି

    ଆଗକୁ ପଢନ୍ତୁ

    ରାୟଗଡା : ନିଆଁରେ ପୋଡ଼ି ହୋଇ ୪ ଛାତ୍ର ଗୁରୁତର ହେବା ଘଟଣାରେ କାର୍ଯ୍ୟାନୁଷ୍ଠାନ। ଜିଲ୍ଲା ପ୍ରଶାସନ ପାଇକ ଡାକୁଲଗୁଡ଼ା ଉନ୍ନିତ ଉଚ୍ଚ ବିଦ୍ୟାଳୟର ୫ଜଣ ଶିକ୍ଷକଙ୍କ ବିରେଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ୫ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିବା ସାଙ୍ଗକୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ।

    ଗୁରୁତର ହୋଇଥିବା ଜଣେ ସପ୍ତମ ଶ୍ରେଣୀ ଛାତ୍ର ଏବେ କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ରାୟଗଡା ଜିଲ୍ଲା ବିଷମ କଟକ ବ୍ଲକ ଅନ୍ତର୍ଗତ ପାଇକ ଡାକୁଲୁଗୁଡା ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ନିଆଁରେ ପୋଡି ହୋଇ ୪ଜଣ ଛାତ୍ର ଗୁରୁତର ଆହତ ହୋଇଥିଲେ। ଆଉ ଜଣେ ଛାତ୍ର ତାଙ୍କୁ ଉପରେ ଥିନର ଢାଳି ନିଆଁ ଲଗାଇ ଦେଇଥିଲା। ଏହି ଘଟଣାରେ ଆଜି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶାନ୍ତିଲତା ମୁନିଙ୍କ ସମେତ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ପାଇକ ଡାକୁଲଗୁଡ଼ା ବିଦ୍ୟାଳୟକୁ ଯାଇ ଗ୍ରାଉଣ୍ଡ ଜିରୋରେ ତଦନ୍ତ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    89 %
    1.8kmh
    0 %
    Wed
    23 °
    Thu
    30 °
    Fri
    29 °
    Sat
    30 °
    Sun
    30 °

    ସମ୍ବନ୍ଧିତ