Monday, April 6, 2026
31.8 C
Odisha

    ନିଟ୍ ହେଲଥ୍ ସେଣ୍ଟରରେ କାର୍ଯ୍ୟରତ ଡାକ୍ତରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    ଆଗକୁ ପଢନ୍ତୁ

    ଏନଆଇଟି କ୍ୱାର୍ଟସରୁ ଡାକ୍ତରଙ୍କ ଝୁଲନ୍ତା ଶବ ଉଦ୍ଧାର ହୋଇଛି। ହେଲଥ୍ ସେଣ୍ଟରରେ କାର୍ଯ୍ୟରତ ଡାକ୍ତର ସନ୍ତୋଷ ହୁଗାର (୨୮)ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି । ମୃତ ଡାକ୍ତରଙ୍କ ଘର କର୍ଣ୍ଣାଟକର ବିଜୟପୁରରେ ବୋଲି ଜଣାପଡ଼ିଛି। ଘଟଣାସ୍ଥଳରେ ସେକ୍ଟର ୩ ପୁଲିସ ପହଞ୍ଚି ଶବ ଜବତ କରି ଘଟଣାର ତଦନ୍ତ ଚଳାଇଛି।ମୃତଦେହ ନିକଟରୁ ସୁଇସାଇଡ ନୋଟ ମଧ୍ୟ ଜବତ କରିଛି ପୁଲିସ। ସେଥିରେ ବ୍ୟକ୍ତିଗତ କାରଣରୁ ଆତ୍ମହତ୍ୟା କରିଥିବା ଲେଖା ହୋଇଛି। ତେବେ ସେହି ସୁଇସାଇଡ ନୋଟ୍ ସେ ଲେଖିଛନ୍ତି କି ନାହିଁ, ତାହା ତଦନ୍ତ ପରେ ପୁଲିସ ସ୍ପଷ୍ଟ କରିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.8 ° C
    31.8 °
    31.8 °
    38 %
    6kmh
    61 %
    Mon
    30 °
    Tue
    37 °
    Wed
    39 °
    Thu
    39 °
    Fri
    39 °

    ସମ୍ବନ୍ଧିତ