Saturday, February 21, 2026
33.5 C
Odisha

    ନିରଞ୍ଜନ ରଥଙ୍କ ପରଲୋକ

    ଆଗକୁ ପଢନ୍ତୁ

    କଟକ : ନିରଞ୍ଜନ ରଥଙ୍କ ପରଲୋକ । ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥ । ଗତକାଲି ରାତି ୧୧ଟାରେ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା । ସମାଜସେବୀ, ଲେଖକ, ସାମ୍ବାଦିକ ଭାବେ ପରିଚିତ ଥିଲେ ନିରଞ୍ଜନ । ‘ସମାଜ’ ଖବରକାଗଜର ପୂର୍ବତନ ସମ୍ପାଦକ, ପ୍ରକାଶକ ଓ ମୁଦ୍ରାକର ଥିଲେ ନିରଞ୍ଜନ ରଥ । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    33.5 ° C
    33.5 °
    33.5 °
    15 %
    4.2kmh
    11 %
    Sat
    33 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ