Tuesday, February 3, 2026
29.9 C
Odisha

    ନିର୍ବାଚନ ପାଇଁ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ଆଗାମୀ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଦର୍ଶ ଆଚରଣବିଧି ଘୋଷଣା ହୋଇଛି। ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ରବିବାର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.9 ° C
    29.9 °
    29.9 °
    25 %
    2.8kmh
    90 %
    Tue
    31 °
    Wed
    31 °
    Thu
    32 °
    Fri
    32 °
    Sat
    32 °

    ସମ୍ବନ୍ଧିତ