Friday, April 3, 2026
39.1 C
Odisha

    ନିଲମ୍ବିତ ହେଲେ ଲୋକସମ୍ପର୍କ ଅଧିକାରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର    :     ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଲୋକସମ୍ପର୍କ ଅଧିକାରୀ ନିଲମ୍ବିତ ହୋଇଛନ୍ତି। ନିର୍ବାଚନ କମିଶନ ଲୋକସମ୍ପର୍କ ଅଧିକାରୀ ତନୁଜା ମହାନ୍ତିଙ୍କୁ ନୂଆପଡ଼ା ଉପନିର୍ବାଚନରେ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗରେ ନିଲମ୍ବନ କରିଛନ୍ତି। ନିଲମ୍ବନ ଅବଧି ମଧ୍ୟରେ ତନୁଜା ରାଜ୍ୟ ମୁଖ୍ୟାଳୟ ଭୁବନେଶ୍ୱରରେ ରହିବେ। ବିନା ଅନୁମତିରେ ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ବାଚନ କମିଶନ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ