Sunday, October 4, 2026
28.6 C
Odisha

    ନୀତି ଆୟୋଗ କମିଟି ସଦସ୍ୟ ମନୋନୀତ ହେଲେ ଜୁଏଲ ଓରାମ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର; କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ନୀତି ଆୟୋଗ କମିଟି ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଜୁଏଲ ସ୍ବତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଭାବେ ମନୋନିତ ହୋଇଥିବା ସୂଚନା ମିଳିଛି। ତାଙ୍କ ସହ ନୀତିନ ଗଡ଼କରୀ, ଜେପି ନଡ୍ଡା, ଏଚ୍‌ଡି କୁମାରସ୍ବାମୀ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ