Tuesday, March 3, 2026
30.7 C
Odisha

    ନୂଆଦିଲ୍ଲୀରେ ଦୁଲୁକିବ କଳାହାଣ୍ଡିର ଘୁମୁରା, ବଜାଶାଲ: ଜଲଓ୍ବା ଦେଖାଇବେ ପ୍ରତିଭା ଅନୁଷ୍ଠାନର କଳାକାର

    ଆଗକୁ ପଢନ୍ତୁ

    ଭବାନୀପାଟାଣା   :  ବନ୍ଦେ ମାତରମ୍‌ ଗୀତର ୧୫୦ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ନୂଆଦିଲ୍ଲୀ ରାଜପଥରେ ଆସନ୍ତା ୨୬ ତାରିଖ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡିର ଘୁମୁରା ଓ ବଜାଶାଲ ଦୁଲିକିବ। ଭାରତର ପ୍ରତ୍ୟେକ ରାଜ୍ୟର ୨୫ଶହ କଳାକାରଙ୍କୁ ନେଇ ଲୋକନୃତ୍ୟ ଓ ଶାସ୍ତ୍ରୀୟ ନୃତ୍ୟ ମଧ୍ୟରେ କଳାହାଣ୍ଡିର ଘୁମୁରା ଓ ବଜାଶାଲ ସ୍ଥାନ ପାଇଛି। ଏହି କାର୍ଯ୍ୟକ୍ରମରେ ଭାଗ ନେବା ପାଇଁ ପ୍ରତିଭା ଅନୁଷ୍ଠାନର ୩୫ ଜଣ କଳାକାର ସ୍ଥାନ ପାଇଛନ୍ତି । ଏ ନେଇ ସୂଚନା ଦେଇଛନ୍ତି ପ୍ରତିଭାର ସଭାପତି ଧ୍ୟାନାନନ୍ଦ ପଣ୍ଡା। ଏହି ଖବର ପ୍ରଚାରିତ ହେବା ପରେ ଜିଲ୍ଲାବାସୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.7 ° C
    30.7 °
    30.7 °
    13 %
    2.1kmh
    2 %
    Tue
    35 °
    Wed
    36 °
    Thu
    38 °
    Fri
    38 °
    Sat
    38 °

    ସମ୍ବନ୍ଧିତ