Saturday, October 31, 2026
22.1 C
Odisha

    ନୂଆଦିଲ୍ଲୀରେ ଦୁଲୁକିବ କଳାହାଣ୍ଡିର ଘୁମୁରା, ବଜାଶାଲ: ଜଲଓ୍ବା ଦେଖାଇବେ ପ୍ରତିଭା ଅନୁଷ୍ଠାନର କଳାକାର

    ଆଗକୁ ପଢନ୍ତୁ

    ଭବାନୀପାଟାଣା   :  ବନ୍ଦେ ମାତରମ୍‌ ଗୀତର ୧୫୦ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ନୂଆଦିଲ୍ଲୀ ରାଜପଥରେ ଆସନ୍ତା ୨୬ ତାରିଖ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡିର ଘୁମୁରା ଓ ବଜାଶାଲ ଦୁଲିକିବ। ଭାରତର ପ୍ରତ୍ୟେକ ରାଜ୍ୟର ୨୫ଶହ କଳାକାରଙ୍କୁ ନେଇ ଲୋକନୃତ୍ୟ ଓ ଶାସ୍ତ୍ରୀୟ ନୃତ୍ୟ ମଧ୍ୟରେ କଳାହାଣ୍ଡିର ଘୁମୁରା ଓ ବଜାଶାଲ ସ୍ଥାନ ପାଇଛି। ଏହି କାର୍ଯ୍ୟକ୍ରମରେ ଭାଗ ନେବା ପାଇଁ ପ୍ରତିଭା ଅନୁଷ୍ଠାନର ୩୫ ଜଣ କଳାକାର ସ୍ଥାନ ପାଇଛନ୍ତି । ଏ ନେଇ ସୂଚନା ଦେଇଛନ୍ତି ପ୍ରତିଭାର ସଭାପତି ଧ୍ୟାନାନନ୍ଦ ପଣ୍ଡା। ଏହି ଖବର ପ୍ରଚାରିତ ହେବା ପରେ ଜିଲ୍ଲାବାସୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.1 ° C
    22.1 °
    22.1 °
    98 %
    1.9kmh
    91 %
    Fri
    22 °
    Sat
    28 °
    Sun
    28 °
    Mon
    29 °
    Tue
    28 °

    ସମ୍ବନ୍ଧିତ