Tuesday, January 20, 2026
15 C
Odisha

    ନୂଆଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ସେ ନୂଆଦିଲ୍ଲୀରେ କିଛି କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ପାରନ୍ତି। ଉପରାଷ୍ଟ୍ରପତି ନିର୍ବାଚନ ନେଇ ସାଂସଦମାନଙ୍କ ସହ ଆଲୋଚନା ବି କରିପାରନ୍ତି।ଆସନ୍ତାକାଲି ଦିଲ୍ଲୀରେ ଏନଡିଏ ସାଂସଦମାନଙ୍କ ବୈଠକ ରହିଛି। ଅନ୍ୟପଟେ ରାଜ୍ୟ କମିଟି ଏବଂ ବୋର୍ଡ ନିଗମ ନିଯୁକ୍ତି ନେଇ ଵି କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା ହେବା ନେଇ ସୂଚନା ରହିଛି। ନିକଟରେ ଓଡ଼ିଶା ଗସ୍ତରେ ଆସି ଯାଇଛନ୍ତି କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ଵଂଶଲ। ଏଣୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନୂଆଦିଲ୍ଲୀ ଗସ୍ତକୁ ଗୁରୁତ୍ବର ସହ ନିଆଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    15 ° C
    15 °
    15 °
    60 %
    2kmh
    0 %
    Tue
    30 °
    Wed
    30 °
    Thu
    30 °
    Fri
    31 °
    Sat
    30 °

    ସମ୍ବନ୍ଧିତ