Tuesday, April 7, 2026
35.3 C
Odisha

    ନୂଆପଡ଼ା ଉପନିର୍ବାଚନ: ୧୨ ରାଉଣ୍ଡ ଗଣତି ଶେଷ

    ଆଗକୁ ପଢନ୍ତୁ

    ନୂଆପଡ଼ା  : ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ସକାଳ ୮ଟାରୁ ଜାରି ରହିଛି।  ମୋଟ ୩୫୮ ବୁଥ ପାଇଁ ୧୪ଟି ଟେବୁଲରେ ୨୬ ରାଉଣ୍ଡ ଗଣତି ହେବ। ପ୍ରତ୍ୟେକ ଟେବୁଲରେ ୩ ଜଣ ଅଧିକାରୀ ରହିଛନ୍ତି। ୧୨ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୪୦୩୧୩ ଭୋଟରେ ଆଗୁଆ ରହିଛନ୍ତି। ୧୦ମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୫୯୩୬୬ ଖଣ୍ଡ ଭୋଟ ମିଳିଥିବା ବେଳେ ଦ୍ୱିତୀୟ ସ୍ଥାନରେ ଥିବା ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୧୯୦୫୩ ଖଣ୍ଡ ଭୋଟ ମିଳିଛି। କଂଗ୍ରେସର ଘାସିରାମ ମାଝୀଙ୍କୁ ୧୭୪୩୭ ଖଣ୍ଡ ଭୋଟ ମିଳିଛି।

    ,

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    35.3 ° C
    35.3 °
    35.3 °
    26 %
    3.2kmh
    50 %
    Tue
    34 °
    Wed
    39 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ