Tuesday, January 20, 2026
29 C
Odisha

    ନୂଆପଡା ବିଜେପି କାର୍ଯ୍ୟଳୟ ରେ ସୁଭଦ୍ରା ଶକ୍ତି ସମାବେଶ ଅନୁଷ୍ଠିତ

    ଆଗକୁ ପଢନ୍ତୁ

    ନୂଆପଡ଼ା : ଆଜି ନୂଆପଡା ବିଜେପି କାର୍ଯ୍ୟଳୟ ରେ ସୁଭଦ୍ରା ଶକ୍ତି ସମାବେଶ ଅନୁଷ୍ଠିତ ହୋଇଛି। ଏହି ଅବସରରେ ବିଜେପି ମହିଳା ମୋର୍ଚ୍ଚାର ସାଧାରଣ ସମ୍ପାଦକ ପୂର୍ଣ୍ଣିମା ନାଏକ ମଞ୍ଚ ସଞ୍ଚାଳନ କରିଥିବାବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ବ୍ରହ୍ମଗିରି ବିଧାୟକ ଉପାସନା ମହାପାତ୍ର, କଳାହାଣ୍ଡି ସାଂସଦ ମାଳବିକା ଦେବୀ, ରାଜ୍ୟସଭା ସାଂସଦ ସୁଜିତ୍ କୁମାର, ନୂଆପଡା ଜିଲ୍ଲା ମହିଳା ସଭାନେତ୍ରୀ ରାଜେଶ୍ଵରୀ ସାହୁ, ଜୟ ଢୋଲକିଆଙ୍କ ମାଆ କଳ୍ପନା ଢୋଲକିଆ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଜୟ ନିଜ ବାପା ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ ଙ୍କ ସେବା କାର୍ଯ୍ୟକୁ ମନେ ପକାଇ ଉକ୍ତ ସେବା କାର୍ଯ୍ୟ କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟ ସଭାପତି ମନମୋହନ ସାମଲ ଙ୍କ ସହଯୋଗରେ ଆଗକୁ ବଢ଼ାଇବା ପାଇଁ ଆସନ୍ତା ୧୧ତାରିଖରେ ପଦ୍ମ ଫୁଲରେ ଭୋଟ ଦେବାକୁ ଅପିଲ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29 ° C
    29 °
    29 °
    18 %
    2.4kmh
    0 %
    Tue
    30 °
    Wed
    31 °
    Thu
    30 °
    Fri
    31 °
    Sat
    32 °

    ସମ୍ବନ୍ଧିତ