Wednesday, May 27, 2026
29.1 C
Odisha

    ନୂଆବର୍ଷରେ ଶ୍ରୀଜୀଉ ଦର୍ଶନ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା

    ଆଗକୁ ପଢନ୍ତୁ

    ପୁରୀ : ନୂଆବର୍ଷରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୩୧ ଓ ୧ ତାରିଖ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି। ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖ ଦୁଇ ଦିନ କେବଳ ସିଂହଦ୍ଵାରା ଦେଇ ଭକ୍ତ ପ୍ରବେଶ କରିବେ। ଅନ୍ୟ ୩ ଦ୍ଵାର ଦେଇ ପ୍ରସ୍ଥାନ କରିବେ।ଅପରପକ୍ଷେ, ଶ୍ରୀମନ୍ଦିର ଓ ବେଳାଭୂମିରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ୍‌ ପରିଚାଳନା ପାଇଁ ଜିଲ୍ଲାରେ ୬୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବା ନେଇ ସୂଚନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.1 ° C
    29.1 °
    29.1 °
    43 %
    1.9kmh
    4 %
    Tue
    29 °
    Wed
    44 °
    Thu
    45 °
    Fri
    44 °
    Sat
    43 °

    ସମ୍ବନ୍ଧିତ