Saturday, April 11, 2026
25.2 C
Odisha

    ନୂଆବର୍ଷ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକଡାକଡି, ୬୦ ପ୍ଲାଟୁନ୍ ପୋଲିସ ମୁତୟନ

    ଆଗକୁ ପଢନ୍ତୁ

    ପୁରୀ : ନୂଆବର୍ଷ ପାଇଁ ପୁରୀରେ ବ୍ୟାପକ ବ୍ୟବସ୍ଥା ପ୍ରସ୍ତୁତି ହୋଇଛି। ନୂଆବର୍ଷ ଦିନ ପୁରୀରେ ପାଖାପାଖି ୪ଲକ୍ଷ ଭକ୍ତଙ୍କ ସମାଗମ ହେବ ।  ଏହାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା କରାଯାଇଛି । ୬୦ ପ୍ଲାଟୁନ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯିବ।  ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ପ୍ରଶାସନ କଠୋର ଟ୍ରାଫିକ ଡାଇଭର୍ସନ, ନିର୍ଦ୍ଦିଷ୍ଟ ପାର୍କିଂ ଜୋନ୍ , ବ୍ୟାରିକେଡ୍ ଏବଂ ସାର୍ବଜନୀନ ସମ୍ବୋଧନ ବ୍ୟବସ୍ଥା କରିଛି । ଅସାମାଜିକ ଆଚରଣ ବିରୁଦ୍ଧରେ ଶୂନ୍ୟ ସହନଶୀଳତା ନୀତି କାର୍ଯ୍ୟକାରୀ ହେଉଛି । ଶାନ୍ତି ବଜାୟ ରଖି ମହାପ୍ରଭୁଙ୍କ ଦର୍ଶନ କରିବା ସହ ବେଳାଭୂମି ବୁଲିବାକୁ ନିବେଦନ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.2 ° C
    25.2 °
    25.2 °
    30 %
    1.3kmh
    0 %
    Sat
    38 °
    Sun
    40 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ