Tuesday, April 14, 2026
28 C
Odisha

    ନୂଆବର୍ଷ ପାଇଁ ପୋଲିସର ଗାଇଡଲାଇନ ଜାରି, ରାତି ୧୨ଟା ୩୦ ଯାଏ ଜିରୋ ନାଇଟ୍ ସେଲିବ୍ରେସନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ନୂଆବର୍ଷ ପାଇଁ ପୋଲିସର ଗାଇଡଲାଇନ ଜାରି । ରାତି ୧୨ଟା ୩୦ ଯାଏ ଜିରୋ ନାଇଟ୍ ସେଲିବ୍ରେସନ। ସୁରକ୍ଷା ପାଇଁ ରାଜଧାନୀରେ ମୁତୟନ ହେବେ ୧୮ ପ୍ଲାଟୁନ ଫୋର୍ସ । ଭୁବନେଶ୍ବରର ୧୮ଟି ସ୍ଥାନରେ ବ୍ଲକିଂ, ଚେକିଂ ହେବ। ସୁରକ୍ଷା ତଦାରଖ କରିବେ ୨୯ଟି ୱାଚ ପାଟ୍ରୋଲିଂ ଟିମ୍ । ୪ଟି କ୍ୟୁଆରଟି ଟିମ୍ ବିଭିନ୍ନ ସ୍ଥାନରେ ପଇଁତରା ମାରିବେ । ଏହାସହ ୫ଟି ଟୁରିଷ୍ଟ ଲୋକେସନରେ ପୋଲିସ ପ୍ରହରା ଦେବ ।  ମଦ ପିଇ ହଙ୍ଗାମା କଲେ ପୋଲିସ ସାବାଡ କରିବ ବୋଲି କହିଛନ୍ତି ପୋଲିସ କମିଶନର ଏସ୍.ଦେବଦତ୍ତ ସିଂ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28 ° C
    28 °
    28 °
    22 %
    1.5kmh
    0 %
    Mon
    28 °
    Tue
    41 °
    Wed
    43 °
    Thu
    44 °
    Fri
    44 °

    ସମ୍ବନ୍ଧିତ