Thursday, October 15, 2026
21.9 C
Odisha

    ନୃଶଂସ ସ୍ବାମୀ, ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ କଲା ଆକ୍ରମଣ

    ଆଗକୁ ପଢନ୍ତୁ

    ଭଞ୍ଜନଗର    : ଘରୋଇ କଳିରୁ ମହାଭାରତ । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କଲା ସ୍ବାମୀ । ଗୁରୁତର ଅବସ୍ଥାରେ ମହିଳା ଜଣଙ୍କ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଗଂଜାମ ଜିଲ୍ଲା ଗାଙ୍ଗପୁର ଥାନା ଅନ୍ତର୍ଗତ, ଖଇରପୁଟି ଗାଁରେ ଘଟିଛି ଏଭଳି ଘଟଣା । ସ୍ବାମୀ ସଞ୍ଜୟ ବିଷୋୟୀଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ । ତେବେ ଏନେଇ ଥାନାରେ ଲିଖିତ ଅଭିଯୋଗ ହୋଇନଥିବା କହିଛନ୍ତି, ଥାନାଧିକାରୀ ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    21.9 ° C
    21.9 °
    21.9 °
    95 %
    1.1kmh
    11 %
    Wed
    22 °
    Thu
    29 °
    Fri
    29 °
    Sat
    30 °
    Sun
    31 °

    ସମ୍ବନ୍ଧିତ