Sunday, December 28, 2025
26.7 C
Odisha

    ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ

    ଆଗକୁ ପଢନ୍ତୁ

    ଯାଜପୁର  :   ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ ।  ପଶୁପାତିନାଥଙ୍କ ଦର୍ଶନ ପାଇଁ ଯାଇ ଫସିଥିବା ୧୦ ପରିବାରର ୨୩ ଜଣ ସଦସ୍ୟ ସୁରକ୍ଷିତ ଭାବେ ଯାଜପୁର ଫେରିଛନ୍ତି । ହାୱଡା- ଭୁବନେଶ୍ୱର ଜନଶତାବ୍ଦୀ ଏକ୍ସପ୍ରେସରେ ଆସି ଯାଜପୁର ରୋଡ ରେଳଷ୍ଟେସନରେ ଓହ୍ଲାଇଛନ୍ତି ପର୍ଯ୍ୟଟକ ମାନେ । ପଶୁପତିନାଥଙ୍କ ଦର୍ଶନ ପାଇଁ ନେପାଳ ଯାଇଥିବା ବେଳେ, ଜେନ-ଜି ବିକ୍ଷୋଭ ଯୋଗୁଁ ସମସ୍ତେ ଫସି ରହିଥିଲେ । ପରେ ବୁଲାଇବାକୁ ନେଇଥିବା ଟ୍ରାଭେଲ୍ ସଂସ୍ଥା ସହାୟତାରେ ସମସ୍ତଙ୍କୁ ସୁରକ୍ଷିତ ଭାବେ ଓଡ଼ିଶା ଅଣାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.7 ° C
    26.7 °
    26.7 °
    19 %
    3.1kmh
    0 %
    Sun
    24 °
    Mon
    28 °
    Tue
    29 °
    Wed
    29 °
    Thu
    30 °

    ସମ୍ବନ୍ଧିତ