Tuesday, September 8, 2026
29.4 C
Odisha

    ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ

    ଆଗକୁ ପଢନ୍ତୁ

    ଯାଜପୁର  :   ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ ।  ପଶୁପାତିନାଥଙ୍କ ଦର୍ଶନ ପାଇଁ ଯାଇ ଫସିଥିବା ୧୦ ପରିବାରର ୨୩ ଜଣ ସଦସ୍ୟ ସୁରକ୍ଷିତ ଭାବେ ଯାଜପୁର ଫେରିଛନ୍ତି । ହାୱଡା- ଭୁବନେଶ୍ୱର ଜନଶତାବ୍ଦୀ ଏକ୍ସପ୍ରେସରେ ଆସି ଯାଜପୁର ରୋଡ ରେଳଷ୍ଟେସନରେ ଓହ୍ଲାଇଛନ୍ତି ପର୍ଯ୍ୟଟକ ମାନେ । ପଶୁପତିନାଥଙ୍କ ଦର୍ଶନ ପାଇଁ ନେପାଳ ଯାଇଥିବା ବେଳେ, ଜେନ-ଜି ବିକ୍ଷୋଭ ଯୋଗୁଁ ସମସ୍ତେ ଫସି ରହିଥିଲେ । ପରେ ବୁଲାଇବାକୁ ନେଇଥିବା ଟ୍ରାଭେଲ୍ ସଂସ୍ଥା ସହାୟତାରେ ସମସ୍ତଙ୍କୁ ସୁରକ୍ଷିତ ଭାବେ ଓଡ଼ିଶା ଅଣାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29.4 ° C
    29.4 °
    29.4 °
    70 %
    3kmh
    36 %
    Tue
    31 °
    Wed
    31 °
    Thu
    28 °
    Fri
    29 °
    Sat
    30 °

    ସମ୍ବନ୍ଧିତ