Monday, April 13, 2026
33 C
Odisha

    ନୟାଗଡ଼ବାସୀଙ୍କ ପାଇଁ ଖୁସି ଖବର,ଖୁବ୍‌ଶୀଘ୍ର ଛେନାପୋଡ଼କୁ ମିଳିପାରେ GI

    ଆଗକୁ ପଢନ୍ତୁ

    ଭୁବନେଶ୍ଵର  :  ନୟାଗଡ଼ବାସୀଙ୍କ ପାଇଁ ଖୁସି ଖବର । ଖୁବ୍‌ଶୀଘ୍ର ବିଶ୍ୱ ପ୍ରସିଦ୍ଧ ନୟାଗଡ଼ ଛେନାପୋଡ଼କୁ ମିଳିପାରେ  GI ଟ୍ୟାଗ୍‌ ମାନ୍ୟତା । GI ଟ୍ୟାଗ୍ ନେଇ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ସୂଚନା ଦେଲେ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ। ଆସନ୍ତା ମେ ୨୮ ଓ ୨୯ ତାରିଖ ବୈଠକରେ ବିଧିବଦ୍ଧ ଘୋଷଣା ହୋଇପାରେ। ପୂର୍ବରୁ ଏନେଇ ମନ୍ତ୍ରୀ ପିୟୂଷ ଗୋୟାଲଙ୍କୁ ଚିଠି ଲେଖିଥିଲେ ସାଂସଦ ସମ୍ବିତ ପାତ୍ର।

    ଶନିବାର ନୟାଗଡ ଛେନା ପୋଡର ସ୍ରଷ୍ଠା ସୁଦର୍ଶନ ସାହୁଙ୍କ ଜନ୍ମ ଦିନକୁ ବିଶ୍ବ ଛେନାପୋଡ ଦିବସ ଭାବେ ପାଳନ କରାଯାଇଥିଲା । ଛେନାପୋଡ଼ ଗୋଟିଏ ଓଡ଼ିଆ ମିଠା । ଏହା ଛେନା, ଚିନି, ସୁଜି, କାଜୁ ଓ କିସମିସରେ ତିଆରି କରାଯାଏ । ଛେନାପୋଡ଼ର ଆକ୍ଷରିକମାନେ ପୋଡ଼ା ଜାଇଥିବା ଛେନା ବା ପୋଡ଼ିକରି ତିଆରି କରାଯାଇଥିବା ଛେନାରେ ତିଆରି ଏକ ମିଠା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    33 ° C
    33 °
    33 °
    17 %
    1.6kmh
    0 %
    Mon
    36 °
    Tue
    41 °
    Wed
    43 °
    Thu
    44 °
    Fri
    43 °

    ସମ୍ବନ୍ଧିତ