Friday, November 20, 2026
20.1 C
Odisha

    ପତ୍ନୀଙ୍କ ସହ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    କେଉଁଝର  :  ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ଅବସରରେ ପୁଣ୍ୟତୋୟା ବୈତରଣୀରେ ମକର ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦୁଝର ଜିଲ୍ଲା ପାଟଣାରେ ଥିବା ବୈତରଣୀ ନଦୀର ଶୈବ୍ୟା କାବେରୀ ଘାଟରେ ପତ୍ନୀଙ୍କ ସହ ମୁଖ୍ୟମନ୍ତ୍ରୀ ବୁଡ଼ ପକାଇଛନ୍ତି। ପରେ ପରମେଶ୍ଵର ମନ୍ଦିର ଏବଂ ଆନନ୍ଦେଶ୍ଵର ମନ୍ଦିରରେ ପୂଜାର୍ଚ୍ଚନା କରି ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିଛନ୍ତି । ଗତବର୍ଷ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈତରଣୀ ନଦୀର ଅନସୂୟା ତୀର୍ଥ ଘାଟରେ ବୁଡ଼ ପକାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କର ଦୁଇଜଣ ବନ୍ଧୁ ମଧ୍ୟ ବୁଡ଼ ପକାଇଥିଲେ। ପୂର୍ବରୁ ୨୦୨୨ରେ ବିଧାୟକ ଥିବାବେଳେ ପାଟଣାରେ ଥିବା ବୈତରଣୀ ନଦୀର ଅନସୂୟା ତୀର୍ଥ ଘାଟରେ ବୁଡ଼ ଦେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    20.1 ° C
    20.1 °
    20.1 °
    99 %
    1.9kmh
    100 %
    Fri
    20 °
    Sat
    24 °
    Sun
    28 °
    Mon
    29 °
    Tue
    28 °

    ସମ୍ବନ୍ଧିତ