Friday, September 20, 2024
24.1 C
Odisha

    ପରଲୋକରେ ବରିଷ୍ଠ ସାମ୍ବାଦିକ ଡ.ପ୍ରଦୀପ ମହାପାତ୍ର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ଡ.ପ୍ରଦୀପ ମହାପାତ୍ରଙ୍କ ଦେହାନ୍ତ ହୋଇଛି।ଏହା ସମଗ୍ର ଓଡ଼ିଶା ପାଇଁ ଏକ ଦୁଃଖଦ ଖବର। ସେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମ୍ବାଦିକ ବିଭାଗର ପୂର୍ବତନ ଏଚଓଡି ଥିଲେ । ୬୯ ବର୍ଷରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ତାଙ୍କର ଦେହାନ୍ତ ଘଟିଛି । ଗତ ୨୧ ତାରିଖ ଦିନ ହଠାତ ତାଙ୍କ ଦେହ ଅସୁସ୍ଥ ହୋଇପଡିଥିଲା । ଏହାପରେ ତାଙ୍କୁ ତୁରନ୍ତ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ହସ୍ପିଟାଲରେ ବି ତାଙ୍କର ହାର୍ଟଆଟାକ ଆସିଥିଲା ବୋଲି କୁହାଯାଉଛି । ଏହାପରେ ତାଙ୍କୁ ଗୁରୁତର ଅବସ୍ଥାରେ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ଗତ ମଧ୍ୟ ରାତ୍ରୀରେ ତାଙ୍କର ଦେହାନ୍ତ ହୋଇଛି ବୋଲି ଖବର ଆସିଛି । ତାଙ୍କର ନିମୋନିଆ ଯୋଗୁଁ ଫୁସଫୁସ ଆକ୍ରାନ୍ତ ହୋଇଥିଲା।କହିିବାକୁୁକ  ଗଲେ ସାମ୍ବାଦିକ ଜଗତକୁ ତାଙ୍କର ଅବଦାନ ଅତୁଳନୀୟ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.1 ° C
    24.1 °
    24.1 °
    91 %
    1kmh
    100 %
    Thu
    24 °
    Fri
    31 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ