Tuesday, April 7, 2026
25.2 C
Odisha

    ପରିବାର ସହ ପୁରୀ ଶ୍ରୀମନ୍ଦିରରେ ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ

    ଆଗକୁ ପଢନ୍ତୁ

    ପୁରୀ   : ପୁରୀରେ ଶିଳ୍ପା ସେଟ୍ଟୀ । ପରିବାର ସହ ଶ୍ରୀଜଗନ୍ନାଥ ଦର୍ଶନ ପାଇଁ ପୁରୀ ଆସିଛନ୍ତି ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ । ମହାପ୍ରଭୁଙ୍କ ଦର୍ଶନ କରି ମାଗିବେ ଆଶିଷ । କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିର ସିଂହଦ୍ବାର ଠାରେ ପହଞ୍ଚିବା ପରେ ତାଙ୍କ କୌଳିକ ପଣ୍ଡା ସ୍ବାଗତ କରିଥିଲେ ।  ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    25.2 ° C
    25.2 °
    25.2 °
    69 %
    1.7kmh
    84 %
    Tue
    25 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ