Tuesday, October 6, 2026
30.4 C
Odisha

    ପାକିସ୍ତାନରେ ଭୂକମ୍ପର ଝଟକା, ତୀବ୍ରତା ୩.୯

    ଆଗକୁ ପଢନ୍ତୁ

    ପାକିସ୍ତାନ : ଆଜି ଭାରତର ପଡୋଶୀ ଦେଶ ପାକିସ୍ତାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଯାହାର ତୀବ୍ରତା ୩.୯ ଥିବା ରେକର୍ଡ କରାଯାଇଛି । ଆଜି ସକାଳ ପ୍ରାୟ ୯ ଟା ୫୭ ମିନିଟରେ ଭୂକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି । ଭୂକମ୍ପର କେନ୍ଦ୍ରସ୍ଥଳ ପ୍ରାୟ ୧୦ କିଲୋମିଟର ଗଭୀରତାରେ ଥିବା NCS ପକ୍ଷରୁ ସୂଚନା ମିଳିଛି ।ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା କୌଣସି ମୃତାହତ କିମ୍ବା ସମ୍ପତ୍ତି କ୍ଷତିର ରିପୋର୍ଟ ମିଳିନାହିଁ । ସ୍ଥାନୀୟ କର୍ତ୍ତୃପକ୍ଷ ପରିସ୍ଥିତି ଉପରେ ନଜର ରଖିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.4 ° C
    30.4 °
    30.4 °
    57 %
    1.3kmh
    0 %
    Tue
    31 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ