Wednesday, April 8, 2026
23.9 C
Odisha

    ପାକିସ୍ତାନର ବଡଧରଣର ଏୟାର ଷ୍ଟ୍ରାଇକ୍

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ :ପାକିସ୍ତାନ ବଡ ଧରଣର ଏୟାର ଷ୍ଟ୍ରାଇକ୍ ଆଫଗାନିସ୍ତାନର ବରମଲରେ କରିଛି।ମଙ୍ଗଳବାର ରାତିରେ ପାକିସ୍ତାନ ଏହି ଆକ୍ରମଣ କରିଛି। ଏଥିରେ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ କିଛି ମହିଳା ଏବଂ ଶିଶୁ ରହିଥିବା ଜଣାପଡିଛି। ଆଫଗାନିସ୍ତାନରେ ଲୁଚି ରହିଥିବା ପାକିସ୍ତାନୀ ତହରିକ୍ ଏ ତାଲିବାନର ଆତଙ୍କବାଦୀଙ୍କୁ ଟାର୍ଗେଟ୍ କରିବା ଲାଗି ପାକିସ୍ତାନ ଏହି ଏୟାର ଷ୍ଟ୍ରାଇକ୍ କରିଛି। ତାଲିବାନ୍ ଆତଙ୍କୀଙ୍କ ତାଲିମ୍ କେନ୍ଦ୍ରକୁ ଧ୍ବଂସ କରାଯିବା ସହ କିଛି ବିଦ୍ରୋହୀ ମଧ୍ୟ ପ୍ରାଣ ହରାଇଛନ୍ତି। ସେପଟେ କାବୁଲରେ ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରଣାଳୟ ପାକିସ୍ତାନର ଏୟାର ଷ୍ଟ୍ରାଇକକୁ ନିନ୍ଦା କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    23.9 ° C
    23.9 °
    23.9 °
    77 %
    1.6kmh
    26 %
    Tue
    25 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ