Saturday, October 10, 2026
24.4 C
Odisha

    ପାକିସ୍ତାନ ଉପରେ ଭାରତର ପ୍ରଚଣ୍ଡ ହମଲା

    ଆଗକୁ ପଢନ୍ତୁ

    ପାକିସ୍ତାନର ଆକ୍ରମଣ ଜବାବରେ ପ୍ରଚଣ୍ଡ ଆକ୍ରମଣ କରିଛି ଭାରତ । ପାକିସ୍ତାନର ସିଆଲକୋଟ୍, ଲାହୋର ଓ ରାଜଧାନୀ ଇସ୍ଲାମାବାଦ ଉପରେ ଭାରତୀୟ ସେନା ଓ ବାୟୁସେନା ପକ୍ଷରୁ ପ୍ରଚଣ୍ଡ ବୋମାବର୍ଷଣ କରାଯାଉଛି । ଏହି ଆକ୍ରମଣରେ ଡ୍ରୋନର ବ୍ୟବହାର ମଧ୍ୟ କରାଯାଉଛି । ଭାରତ ପୂର୍ବରୁ ହିଁ ଲାହୋରର ଏୟାର ଡିଫେନ୍ସ ସିଷ୍ଟମକୁ ଧ୍ବଂସ କରିସାରିଛି । ଏହାଛଡ଼ା କିଛି ସମୟ ପୂର୍ବରୁ ଭାରତ ଲାହୋରର ଆଉ ଏକ ଆଓ୍ବାକସ୍ ଏୟାର ଡିଫେନ୍ସ ସିଷ୍ଟମକୁ ନଷ୍ଟ କରିଦେଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    79 %
    1.5kmh
    0 %
    Sat
    24 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ